www.samajalive.in
Monday, December 8, 2025
27.1 C
Bhubaneswar

କରୋନା ଆତଙ୍କ : ଜଗାକୁ ଭେଟି ପାରିବେନି ଶ୍ରଦ୍ଧାଳୁ

ପୁରୀ: ବିଶ୍ୱବ୍ୟାପି ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି ଅର୍ଥାତ୍‍ ଶୁକ୍ରବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀନ୍ଦିରରେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କେହିବି ଦର୍ଶନାର୍ଥୀ କାଲିଠାରୁ ଶ୍ରୀମନ୍ଦିରରେ ପ୍ରବେଶ କରି ପାରିବେନି। କେବଳ ସେବାୟତମାନେ ନୀତିକାନ୍ତି ପାଇଁ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଆଜି(ଗୁରୁବାର) ସୂଚନା ଦେଇଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories