www.samajalive.in
Sunday, December 7, 2025
26.1 C
Bhubaneswar

ଆଡ୍‌ଭୋକେଟ୍‍ ଜେନେରାଲଙ୍କ କାର୍ଯ୍ୟାଳୟରେ ଗୋଟିଏ ଦିନରେ କାମ କରିବେ ୫୦% କର୍ମଚାରୀ

କଟକ: ବିଶ୍ୱବ୍ୟାପି ଆତଙ୍କ ସୃଷ୍ଟି କରିଥିବା ମହାମାରୀ ‘କରୋନା’କୁ ଦୃଷ୍ଟିରେ ରଖି କଟକ ଆଡ୍‌ଭୋକେଟ୍‍ ଜେନେରାଲଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। କାର୍ଯ୍ୟାଳୟରେ ଭିଡ଼ କମାଇବାକୁ ଗୋଟିଏ ଦିନରେ ୫୦ ପ୍ରତିଶତ କର୍ମଚାରୀ ଆସି କାର୍ଯ୍ୟ କରିବାକୁ ନିର୍ଦେଶ ଦିଆଯାଇଛି। ଅର୍ଥାତ୍ ସମସ୍ତ କର୍ମଚାରୀ ଗୋଟିଏ ଦିନ ବ୍ୟବଧାନରେ ଅଫିସ୍‌ ଆସିବେ। ଏହା ସହିତ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଆଡ୍‌ଭୋକେଟ୍‍ ଜେନେରାଲ୍‍ ନର୍ଦ୍ଦେଶ ଦେଇଛନ୍ତି। କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ଜନଗହଳିଠୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories