www.samajalive.in
Monday, December 8, 2025
16.1 C
Bhubaneswar

କରୋନା ଭୂତାଣୁ ସଂକ୍ରମଣ ସମ୍ବନ୍ଧୀୟ ଗବେଷଣା ଉପରେ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି : ହର୍ଷବର୍ଦ୍ଧନ

ନୂଆଦିଲ୍ଳୀ : ସରକାର କରୋନା ଭୂତାଣୁ ସଂକ୍ରମଣ ସମ୍ବନ୍ଧୀୟ ପ୍ରତିଟି ଗବେଷଣା ଉପରେ ତୀକ୍ଷ୍ଣ  ନଜର ରଖିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି।  ଶୁକ୍ରବାର ଲୋକସଭାରେ ପ୍ରଶ୍ନକାଳ ସମୟରେ ଏ ସମ୍ବନ୍ଧୀୟ ଏକ ଆଲୋଚନାର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ଯେ କରୋନା ଭୂତାଣୁ ସଂକ୍ରମଣରେ କେଉଁମାନଙ୍କୁ ପରୀକ୍ଷା କରାଯିବ, ସେନେଇ ନିୟମାବଳୀମାନ ପ୍ରସ୍ତୁତ କରାଯାଇଛି। ଭାରତ ପକ୍ଷରୁ ପ୍ରଥମେ ମନ୍ତ୍ରଣାଳୟରେ ବୈଷୟିକ ବିଶେଷଜ୍ଞଙ୍କୁ ନେଇ ଏକ ଆଲୋଚନା ଜାନୁୟାରୀ ୮ ତାରିଖରେ ହୋଇଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories