www.samajalive.in
Monday, December 8, 2025
13.1 C
Bhubaneswar

ଭାରତରେ କରୋନା ଆକ୍ରାନ୍ତ ୨୯୨କୁ ବଢ଼ିଲା, ବିଶ୍ଵରେ ମୃତ୍ୟୁ ସଂଖ୍ୟା ୧୧ ହଜାର ୩୦୦ ଟପିଲା

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ଶନିବାର ହଠାତ୍‌ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ସୁଦ୍ଧା ଏଠାରେ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ଶନିବାର ଆଉ ୬ ନୂଆ ରୋଗୀ ଠାବ ହୋଇଛନ୍ତି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ  ସଂଖ୍ୟା ସର୍ବାଧିକ ୬୩ରେ ପହଞ୍ଚିଛି। ପଶ୍ଚିମବଙ୍ଗରେ ଆକ୍ରାନ୍ତ ସଂଖ୍ୟା ୩ରେ ପହଞ୍ଚିଛି।

ଅନ୍ୟପଟେ ବିଶ୍ଵରେ ଆକ୍ରାନ୍ତ ସଂଖ୍ୟା ୨ଲକ୍ଷ ୭୫ ହଜାରରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୧ ହଜାର ଅତିକ୍ରମ କରିଛି। କିନ୍ତୁ ଚୀନରେ ଲଗାତର ୩ୟ ଦିନ ପାଇଁ କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। କେବଳ ବିଦେଶୀଙ୍କଠାରେ ଭୂତାଣୁ ଚିହ୍ନଟ ହେଉଛି।

Hot this week

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

Related Articles

Popular Categories