www.samajalive.in
Sunday, December 7, 2025
14.1 C
Bhubaneswar

ଦ୍ବିତୀୟ ଥର ବାପା ହେଲେ ସୁରେଶ ରାଇନା

ନୂଆଦିଲ୍ଲୀ : ସୋମବାର ଏକ ପୁତ୍ର ସନ୍ତାନର ବାପା ହେବା ସୌଭାଗ୍ୟ ହାସଲ କରିଛନ୍ତି ଭାରତୀୟ ବ୍ୟାଟସମ୍ୟାନ୍‌ ସୁରେଶ ରାଇନା। ସୋମବାର ରାଇନାଙ୍କ ପତ୍ନୀ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ରାଇନାଙ୍କ ପୂର୍ବରୁ ଏକ ଝିଅ ଅଛି ଯାହାର ନାମ ଗାର୍ସିଆ। ଗାର୍ସିଆ ୨୦୧୬ରେ ଜନ୍ମଗ୍ରହଣ କରିଥିଲେ। ପୁତ୍ର ସନ୍ତାନର ଜନକ ହେବା ପରେ ରାଇନାଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି ଭାରତୀୟ ଅଫ୍‌ସ୍ପିନର ହରଭଜନ ସିଂହ। ସେହିପରି ଚେନ୍ନାଇ ସୁପର କିଙ୍ଗ୍‌ସ ଦଳ ତରଫରୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରାଯାଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories