www.samajalive.in
Sunday, December 7, 2025
13.1 C
Bhubaneswar

ସାମାଜିକ ଦୂରତ୍ବ ପାଇଁ ପୁଣି ୟୁନିଟ୍-୧ ହାଟକୁ ସ୍ଥାନାନ୍ତର

ଭୁବନେଶ୍ୱର: ୟୁନିଟ୍-୧ ହାଟକୁ ରାଜମହଲ ପରେ ଶୁକ୍ରବାର ୟୁନିଟ୍-୧ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି । ସାମାଜିକ ଦୂରତ୍ୱ ରକ୍ଷା ନ କରିବାରୁ  ଏଭଳି ପଦକ୍ଷେପ ନିଆଯାଇଛି ।  ଗ୍ରାହକମାନେ ଏକ ମିଟର ଦୂରତା ରକ୍ଷା ନ କରିବାରୁ ପୁଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ଏହାସହ ଦୋକାନୀଙ୍କୁ ଗାଇଡଲାଇନ ଅନୁସାରେ ଦୂରତ୍ୱ ରଖିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଅନୁଯାୟୀ,  ହାଟମନଙ୍କରେ ଗହଳି ରହୁଥିବାରୁ କେହି ସାମାଜିକ ଦୂରତ୍ବକୁ ଗରୁତ୍ବ ଦେଉ ନ ଥିବା ଚିତ୍ର ସାମ୍ନାକୁ ଆସିଥିଲା । ଏହାପରେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଗତକାଲି ୟୁନିଟ- ୧ ହାଟକୁ ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୟୁନିଟ- ୧ ହାଟକୁ  ଭୁବନେଶ୍ୱରର ଏଜି ଛକସ୍ଥିତ ରାଜମହଲ ଛକକୁ ଉଠାଇବାକୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କୁହାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories