www.samajalive.in
Saturday, December 6, 2025
15.1 C
Bhubaneswar

କରୋନା: ଆଉ ୨ ମୃତ, ମୃତ୍ୟୁ ସଂଖ୍ୟା ୨୯

ନୂଆଦିଲ୍ଲୀ: କରୋନା ଭୂତାଣୁ ସୋମବାର ଆଉ ୨ ଜଣଙ୍କ ଜୀବନ ନେଇଛି। ଫଳରେ ଦେଶରେ ମୃତ୍ୟୁ ସଂଖ୍ୟା ୨୭ରୁ ବୃଦ୍ଧି ପାଇ ୨୯ରେ ପହଞ୍ଚିଛି। ସୋମବାର ପ୍ରାଣ ହରାଇଥିବା ୨ ଜଣଙ୍କ ମଧ୍ୟରୁ ଜଣେ ଗୁଜରାଟର ଏବଂ ଅନ୍ୟ ଜଣେ ପଶ୍ଚିମବଙ୍ଗର। ଏହାବ୍ୟତୀତ ସୋମବାର ମଧ୍ୟାହ୍ନ ସୁଦ୍ଧା ଦେଶବ୍ୟାପୀ ୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୧୪୨ ଚିକିତ୍ସାଧୀନ ଥିବାବେଳେ ୧୦୨ ଜଣ ସୁସ୍ଥ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories