www.samajalive.in
Wednesday, December 10, 2025
18.1 C
Bhubaneswar

ବୁଧବାର ରାଶିଫଳ(୦୧/୦୪/୨୦୨୦)

ମେଷ: ଯାତ୍ରା ଲାଭଦାୟକ ହେବ। ଉଚ୍ଚ ସମ୍ମାନ ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। କଫଜନିତ ସାମାନ୍ୟ କ୍ଲେଶ ଉପୁଜିବ। ମଉଜ, ମଜଲିସ କରିପାରନ୍ତି। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।
ବୃଷ: କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ।
ମିଥୁନ: ଭଲ ଆୟ ହେବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବାର ସୂଚନା ମିଳୁଛି। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବା ଆଶାକରାଯାଏ।
କର୍କଟ: ଧନପ୍ରାପ୍ତିର ସୂଚନା ମିଳୁଛି। ଆୟ ଅପେକ୍ଷା ଅଧିକ ବ୍ୟୟର ସୂଚନା ମିଳୁଛି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତ ପ୍ରିୟ ହେବେ। ମିଷ୍ଟଭାଷୀ ଭାବେ ଆଦରର ପାତ୍ର ହେବେ।
ସିଂହ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳମନା ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭର ସୂଚନା ମିଳୁଛି। କରିତ୍‍କର୍ମା ହେବେ।
କନ୍ୟା: ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।
ତୁଳା: ଅର୍ଥ ପାଇଁ କରିଥିବା ମନସ୍କାମନା ପୂରଣ ହେବ। ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। ବନ୍ଧୁ ମିଳନର ସୁଯୋଗ ଅଛି। ଭାଗ୍ୟଶାଳୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ସମ୍ପତ୍ତିବାନ୍‍ ହେବେ।
ବିଛା: ଆର୍ଥିକ ସମସ୍ୟା ଦେଖା ଦେଇପାରେ। ପରିସ୍ଥିତିରେ ପଡ଼ି ଈର୍ଷାପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ଧନୁ: ବନ୍ଧୁ ସହାୟତା ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ସାମୟିକ ଭାବେ ନିଜକର୍ମର ପାରଦର୍ଶିତା ପାଇଁ ମନରେ ଅହଂଭାବ ଆସିପାରେ। ଶାନ୍ତ, ଧୈର୍ଯ୍ୟବାନ୍‍ ହେବେ। ପତ୍ନୀ ସହାୟିକା ହେବେ।
ମକର: ମନରେ ଅହଂଭାବ ପୋଷଣ କରିପାରନ୍ତି। ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ।
କୁମ୍ଭ: ଆର୍ଥିକ ସ୍ଥିତି ମଜଭୁତ ରହିବ। ଭବିଷ୍ୟତ ପାଇଁ ଯୋଜନା କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ମୀନ: ଦିନଟି ଆନନ୍ଦଦାୟକ ହେବ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷି କର୍ମକାରୀ ଓ ବୁଦ୍ଧିମାନ୍‍ ହେବେ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories