www.samajalive.in
Monday, December 8, 2025
27.1 C
Bhubaneswar

କରୋନା ପାଇଁ ତାମିଲନାଡୁରେ ଡ଼ାକ୍ତର, ନର୍ସଙ୍କ ଅବସର ଅବଧି ୨ ମାସ ବୃଦ୍ଧି

ତାମିଲନାଡୁ : କରୋନା ନିମନ୍ତେ ଡ଼ାକ୍ତର ଓ ନର୍ସଙ୍କ ଅବସର ଅବଧିକୁ ୨ ମାସ ବୃଦ୍ଧି କରିଛନ୍ତି ତାମିଲନାଡ଼ୁ ସରକାର। ।ଯେଉଁଡ଼ାକ୍ତର ଓ ନର୍ସମାନେ ମାର୍ଚ୍ଚ ୩୧ରେ ଅବସର ଗ୍ରହଣ କରିଥାଆନ୍ତେ ସେମାନଙ୍କୁ ମେ ୩୧ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ କରିବା ନିମନ୍ତେ ଅନୁମତି ପ୍ରଦାନ କରାଯାଇଛି । ଯାହା ଫଳରେ କରୋନା ସମୟରେ ଡ଼ାକ୍ତର ଓ ନର୍ସଙ୍କ ଅଭାବ ସୃଷ୍ଟି ହେବ ନାହିଁ।  ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ଼ା. ସି.ବିଜୟଭାସ୍କର ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories