ସମ୍ବିତ ରାଉତ ବିଜେଡି ରାଜ୍ୟ ସମ୍ପାଦକ ନିଯୁକ୍ତ
![](https://samajalive.in/wp-content/uploads/2018/03/127-2.jpg)
ଭୁବନେଶ୍ୱର: ବରିଷ୍ଠ ନେତା ଦାମୋଦର ରାଉତଙ୍କ ପୁଅ ସମ୍ବିତ୍ ରାଉତ ବିଜେଡି ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଯୁକ୍ତି ଦେଇଥିବା ନେଇ ରବିବାର ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।