www.samajalive.in
Monday, December 8, 2025
27.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍‌ ହସ୍ପିଟାଲରେ ନୂଆ କୋଭିଡ୍-୧୯ ୱାର୍ଡ ଉଦ୍‌ଘାଟିତ

ଭୁବନେଶ୍ବର : ସୋମବାର ସମ୍‌ ହସ୍ପିଟାଲରେ ରାଜ୍ୟ ସରକାର ଦ୍ବାରା ଆଉ ଏକ ବଡ଼ କୋଭିଡ୍-୧୯ ୱାର୍ଡ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ୫୨୫ ଶଯ୍ୟା ବିଶିଷ୍ଟ ଏହି କୋଭିଡ-୧୯ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି।  ଆଇଏମ୍ ଏସ୍ ଓ ସମ୍  ହସ୍ପିଟାଲ ସହାୟତାରେ ନିର୍ମାଣ ହୋଇଥିବା ରାଜ୍ୟ ସରକାରଙ୍କର ଏହି କୋଭିଡ୍-୧୯ ହସ୍ପିଟାଲରେ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସହିତ ରୋଗୀଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା ବନ୍ଦୋବସ୍ତ କରାଯାଇଛି। ଏଥିମଧ୍ୟରୁ ୫୦୦ ଜେନେରାଲ ବେଡ୍ ଏବଂ ୨୫ଟି ଆଇସିୟୁ ବେଡ୍ ରଖାଯାଇଛି। ଉଦଘାଟନ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଏମସିଏଲ ସିଏମଡି ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories