www.samajalive.in
Monday, December 8, 2025
20.1 C
Bhubaneswar

କୋଭିଡ-୧୯ ପରିଚାଳନା : ୨ ବର୍ଷ ପାଇଁ ସାଂସଦ ପାଣ୍ଠି ସ୍ଥଗିତ

ନୂଆଦିଲ୍ଲୀ : କୋଭିଡ-୧୯ର ବ୍ୟାପକତାକୁ ରୋକିବା ପାଇଁ ସରକାରଙ୍କର ନିରନ୍ତର ପ୍ରୟାସ ସ୍ୱରୂପ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଦୁଇ ବର୍ଷ (୨୦୨୦-୨୧ ଏବଂ ୨୦୨୧-୨୨) ପାଇଁ ସାଂସଦମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠିକୁ (ଏମପି ଲାଡ) ସ୍ଥଗିତ ରଖିବା ପାଇଁ ନିଷ୍ପତି ନେଇଛନ୍ତି । ଦେଶରେ କୋଭିଡ-୧୯ର ପରିଚାଳନା ପାଇଁ ସୃଷ୍ଟି ହୋଇଥିବା ଆହ୍ୱାନର ମୁକାବିଲା ଲାଗି ସରକାରଙ୍କର ପ୍ରୟାସକୁ ସୁଦୃଢ କରିବା ଦିଗରେ ଏହି ପାଣ୍ଠି ବିନିଯୋଗ କରାଯିବ ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories