www.samajalive.in
Saturday, December 6, 2025
15.1 C
Bhubaneswar

ଏସ୍.ଓ.ଜି ଟ୍ରେନିଂ ସେଣ୍ଟରରେ ଗ୍ରେନେଡ଼ ଦୁର୍ଘଟଣାରେ ଯବାନଙ୍କ ମୃତ୍ୟୁ

ଭୁବନେଶ୍ବର : ଭୁବରେଶ୍ୱର ଉପକଣ୍ଠ ଚନ୍ଦକା ସ୍ଥିତ ଟ୍ରେନିଂ ସେଣ୍ଟରରେ ଅଘଟଣ ଘଟିଛି। ଟ୍ରେନିଂ ବେଳେ ଗ୍ରେନେଡ୍‌ ବିସ୍ଫୋରଣରେ ଜଣେ ହାବିଲଦାରଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ହାବିଲଦାର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories