www.samajalive.in
Monday, December 8, 2025
13.1 C
Bhubaneswar

କରୋନା ଅପଡେଟ – ଓଡିଶା : ୪୨ ପଜିଟିଭ୍‍, ୨ ସୁସ୍ଥ, ୧ ମୃତ,

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୪୨ରେ ପହଞ୍ଚିଛି । ଏବେ ରାଜ୍ୟର ସାତୋଟି ଜିଲ୍ଲାରେ କରୋନା ଭୂତାଣୁର ପ୍ରଭାବ ଦେଖିବାକୁ ମିଳିଛି।
ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ମୋଟ ୨୪୪୧ଟି ନମୁନା ପରୀକ୍ଷା କରାଯାଇଛି। ମଙ୍ଗଳବାର ଦିନ ଆରଏମଆରସିରେ ୧୫୦, ଏମ୍‍ସରେ ୪୧ ଓ କଟକ ଏସସିବିରେ ୬୦ଟି ମୋଟ ୨୫୧ଟି ନମୁନା ପରୀକ୍ଷା କରାଯାଇଛି।
ସେଥିମଧ୍ୟରୁ ୪୨ଟି ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି, ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୯ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକତ୍ସିତ ହେଉଛନ୍ତି।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଏହି ସୂଚନା ଦିଆଯାଇଛି।
ଭୁବନେଶ୍ୱରରେ ୩୪, ଭଦ୍ରକରେ ୩, ଯାଜପୁର, କଟକ, ପୁରୀ, କଳାହାଣ୍ଡି ଓ କେନ୍ଦ୍ରାପଡାରେ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories