www.samajalive.in
Tuesday, December 9, 2025
15.1 C
Bhubaneswar

ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ସମାଜ ପୋର୍ଟାଲ ଡେସ୍କ: ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ସହିତ ବର୍ଷାର ସମ୍ଭାବନାରହିଛି। ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା ଶୁକ୍ରବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ବାଶ୍ୱେର, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ ଓ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories