www.samajalive.in
Sunday, December 7, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀ ଲକ୍ ଡାଉନ୍ ସମୟସୀମାକୁ ବୃଦ୍ଧି କରିବା ସ୍ୱାଗତଯୋଗ୍ୟ ପଦକ୍ଷେପ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଓଡିଶା ସରକାର ରାଜ୍ୟରେ ଲକ୍ ଡାଉନ ସମୟସୀମାକୁ ବୃଦ୍ଧି କରିବା ନିଷ୍ପତିକୁ ସମର୍ଥନ କରିଛନ୍ତି କକନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କରୋନା ମହାମାରୀର ସାମ୍ନା କରିବା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଲକ୍ ଡାଉନ୍ ସମୟସୀମାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି ଶ୍ରୀ ପ୍ରଧାନ ଟ୍ବିଟ୍ କରି ପ୍ରକାଶ କରିଛନ୍ତି।
ଏହାସହ ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ, କରୋନାର ମୁକାବିଲା କରିବା ପାଇଁ ଲକ୍ ଡାଉନକୁ ଶତ ପ୍ରତିଶତ ପାଳନ କରିବା ଏବଂ ସରକାରଙ୍କ କଥା ମାନିବା। ନିଜ ଘରେ ରହିବା, ସାମାଜିକ ଦୂରତ୍ବ ବଜାୟ ରଖିବା, ମୁହଁରେ ମାସ୍କ ପିନ୍ଧିବା ଓ ନିଜକୁ ସୁରକ୍ଷିତ ରଖିବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories