www.samajalive.in
Monday, December 8, 2025
27.1 C
Bhubaneswar

କରୋନା ସଂକ୍ରମିତ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର

ସମାଜ ପୋର୍ଟାଲ ଡେସ୍କ : ମହାମାରୀ କରୋନାରେ ସଂକ୍ରମତି ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଛି। କରୋନା ସଂକ୍ରମିତ ଥିବା ବୋରିସ୍ ଜନସନଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରବିବାର ଲଣ୍ଡନର ସେଣ୍ଟ ଥୋମାସ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

- Advertisement -

ଏକ ଉଚ୍ଚ କ୍ଷମତା ସମ୍ପନ୍ନ ଡାକ୍ତରୀ ଦଳର ତତ୍ତ୍ଵାବଧାନରେ ତାଙ୍କୁ ଏଠାରେ ଚିକିତ୍ସା କରାଯାଇଥିଲା। ତିନି ରାତି ପର୍ଯ୍ୟନ୍ତ ଆଇସିୟୁରେ ଚିକିତ୍ସିତ ହେବା ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ଗୁରୁବାର ତାଙ୍କୁ ସାଧାରଣ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିଲା। ଜନସନ କରୋନା ଲକ୍ଷଣ ପାଇବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ପରେ ତାଙ୍କ ଅବସ୍ଥା ବିଗିଡି ଯାଇଥିବାରୁ ଆଇସିୟୁକୁ ପଠାଯାଇଥିଲା ଏବଂ ତାଙ୍କ ଅନୁପସ୍ଥିତିରେ ବୈଦେଶିକ ସଚିବ ଡୋମିନିକ୍ ରାଏବଙ୍କୁ ଦେଶର ନେତୃତ୍ୱ ଦିଆଯାଇଥିଲା।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories