www.samajalive.in
Monday, December 8, 2025
27.1 C
Bhubaneswar

ଭଦ୍ରକରେ ଖୋଲିଲା କୋଭିଡ ହସ୍ପିଟାଲ

ଭଦ୍ରକ : ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ଗୋଟିଏ ପରେ ଗୋଟିଏ କୋଭିଡ  ହସ୍ପିଟାଲ ଖେଲିବାରେ ଲାଗିଛି । ଏହି କ୍ରମରେ ଶନିବାର ଭଦ୍ରକରେ ଏକ କୋଭିଡ-୧୯ ହସ୍ପିଟାଲର ଶୁଭାରମ୍ଭ ହୋଇଛି ।
୧୨୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ ହସ୍ପିଟାଲ ପାଇଁ ଜାତୀୟ ତାପଜ ବିଦ୍ୟୁତ ପ୍ରକଳ୍ପ ବା ଏନଟିପିସି ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । ସାଳନ୍ଦୀ ହାସ୍ପାତାଳ କର୍ତୃପକ୍ଷଙ୍କୁ ଏହାର ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏହି ଏକକ ହାସ୍ପାତାଳ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏକ ସଂପ୍ରସାରିତ ଅଂଶ। ଏଠାରେ ଭେଂଟିଲେଟର ସହିତ ୪ଟି ଆଇସିୟୁ ଉପଲବ୍ଧ ହେଉଛି ।
ଅନ୍ୟପକ୍ଷରେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଅପ୍ରେଲ ୩୦ ତାରିଖ ପର୍ଯ୍ୟନ୍ତ ଲକଡାଉନ୍ ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି। ସେହିପରି ଜୁନ୍ ୧୭ ତାରିଖ ପରେ ସ୍କୁଲ କଲେଜ ଓ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ରାଜ୍ୟ କ୍ୟାବିନେଟ ନିଷ୍ପତି ନେଇଛନ୍ତି ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories