www.samajalive.in
Friday, December 12, 2025
14.1 C
Bhubaneswar

ଦୋହଲିଲା ଦିଲ୍ଲୀ: ଭୂମିକମ୍ପର ତୀବ୍ରତା ୩.୫ ରିକ୍ଟର ସ୍କେଲ

ନୂଆଦିଲ୍ଲୀ: ରବିବାର ସନ୍ଧ୍ୟାରେ ଦିଲ୍ଲୀଓ ଏହାର ଆଖପାଖ ଅଞ୍ଚଳରେ ଅନୁଭୂତ ହୋଇଛି ଭୂମିକମ୍ପ । ଭୂମିକମ୍ପର କେନ୍ଦ୍ରସ୍ଥଳ ପୂର୍ବଦିଲ୍ଲୀର ସୋନିଆ ବିହାର ଅଞ୍ଚଳର ଥିଲା ଓ ଏହାର ତୀବ୍ରତା ୩.୫ ରିକ୍ଟର ସ୍ପେଲ ବୋଲି ଜଣାପଡ଼ିଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ମିିଳିଥିବା ସୂଚନା ଅନୁସାରେ ଭୂମିକମ୍ପ ସନ୍ଧ୍ୟା ୫.୪୫ ମିନିଟରେ ଅନୁଭୂତ ହୋଇଥିଲା ଏହାରର କେନ୍ଦ୍ର ୮ କିଲୋମିଟର ଭୂସ୍ତର ତଳେ ରହିଥିଲା ।  ତେବେ ଏଥିରେ ବ୍ୟସ୍ତ ହେବାର କୌଣସି କାରଣ ନାହିଁ । ରିକ୍ଟର ସ୍ପେଲରେ ତୀବ୍ରତା ୬ ବା ତା’ଠୁ ଅଧିକ ହେଲେ କ୍ଷୟକ୍ଷତି ହେବାର ଆଶଙ୍କା ରହିଛି । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଭୂମିକମ୍ପରେ ସମସ୍ତେ ସୁରକ୍ଷିତ ଥିବେ ବୋଲି ଆଶା କରି ଏକ ଟ୍ବିଟ୍ କରିଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories