www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଆ ନବବର୍ଷ ଓ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ସମାଜ ପୋର୍ଟାଲ ଡେସ୍କ : ଆଜି ହେଉଛି ପବିତ୍ର ମହା ବିଷୁବ ସଂକ୍ରାନ୍ତି । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି । ଆଜିର ଦିନକୁ ଓଡ଼ିଆ ନବବର୍ଷ ହିସାବରେ ମଧ୍ୟ ପାଳନ କରାଯାଏ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ ବୋଲି ନବୀନ କହିଛନ୍ତି ।

- Advertisement -

ସେହିପରି ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ବର୍ତ୍ତମାନ ସମୟରେ ସେ ଆହ୍ୱାନ ଦେଇ କହିଛନ୍ତି କରୋନା ବିରୋଧରେ ଏହି ଲଢ଼େଇକୁ ଦୃଢ଼ତାର ସହ ଲଢ଼ିବା । ଏହାସହ ସେ କହିଛନ୍ତି ଯେ ଆସନ୍ତୁ ଏକ ହୋଇ ଏହି ଯୁଦ୍ଧ ଜିତିବା ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories