www.samajalive.in
Monday, December 8, 2025
14.1 C
Bhubaneswar

ଚଳିତବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା

ନୂଆଦିଲ୍ଲୀ: ଚଳିତବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ରହିବ। ଜୁନ ମାସରୁ ସେପ୍ଟେମ୍ବର ଯାଏ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ଏନେଇ ଭାରତୀୟ ପାଣିପାଗ ବିଭାଗର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବୁଧବାର  ସୂଚନା ଦେଇଛନ୍ତି । ଓଡ଼ିଶାକୁ ୯/୧୦ ତାରିଖ ବଦଳରେ ୧୩ ସୁଦ୍ଧା ମୌସୁମୀ ବର୍ଷା ପହଞ୍ଚିବାର ସମ୍ଭାବନା ରହିଛି। ଚଳିତ ବର୍ଷ ପରିମାଣ ୯୬ ରୁ ୧୦୪ ପ୍ରତିଶତ ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।

ଓଡ଼ିଶାକୁ ମୌସୁମୀ ବର୍ଷା ସ୍ବାଭାବିକ ରହିଲେ ମଧ୍ୟ ଓଡ଼ିଶାକୁ ନିର୍ଦ୍ଧାରିତ ଦିନଠାରୁ  ୩/୪ ଦିନ ବିଳମ୍ବରେ ଆସିବ ମୌସୁମୀ। କେରଳରେ ପୂର୍ବ ନିର୍ଦ୍ଧାରତ ଜୁନ ୧ରେ ମୌସୁମୀ ପହଞ୍ଚିବାନେଇ ପୂର୍ବାନୁମାନ କରାଯାଇଛ।  ଓଡ଼ିଶାକୁ ଜୁନ୍ ୯/୧୦ ବଦଳରେ ୧୩ ସୁଦ୍ଧା ପହଞ୍ଚିବାର ସମ୍ଭାବନା ରହିଛି। ଓଡ଼ିଶା ସହ ଉତ୍ତର ଭାରତକୁ ମୌସୁମୀ ସାମାନ୍ୟ ବିଳମ୍ବରେ ଆସୁଥିବା ବେଳେ ଉତ୍ତର ପୂର୍ବାଞ୍ଚଳରେ ଧାର୍ଯ୍ୟ ସମୟ ଠାରୁ ଶୀଘ୍ର ମୌସୁମୀ ଆସିବ ବୋଲି ଅନୁମାନ କରାଯାଇଛି ।  ୧୫ ଜୁଲାଇ ବଦଳରେ ଜୁଲାଇ ୮ରେ ଉତ୍ତର-ପୂର୍ବାଞ୍ଚଳ ମୌସୁମୀ ଛୁଇଁବ ବୋଲି ଭୂ-ବିଜ୍ଞାନ ସଚିବ ମାଧବନ ରାଜୀବନ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories