www.samajalive.in
Monday, December 8, 2025
13.1 C
Bhubaneswar

ଭଦ୍ରକ: ବାହାରେ ଛେପ ପକାଇଲେ ୫ଶହ ତଣ୍ଡ

ଭଦ୍ରକ: ପାନ, ଗୁଟଖା, ଖଇନି ଖାଉଛନ୍ତି ! ତେବେ ଆଗରୁ ସାବଧାନ । ବାହାରେ ଛେପ ପକାଇଲେ ଗଣିବାକୁ ପଡ଼ିବ ୫୦୦ ଟଙ୍କା ତଣ୍ଡ । ଭଦ୍ରକ ଜିଲା ପ୍ରଶାସନ ଜାରି କରିଛନ୍ତି ନୋଟିସ । ଯିଏ ବାହରେ ଛେପ ପକାଇବ ତାହାଠାରୁ ୫୦୦ ଟଙ୍କା ଜୋରିମାନା ଆଦାୟ କରାଯିବ । ସଂପ୍ରତି ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିର୍ଦେଶ ଦିଆଯାଇଥିବା ସୂଚନା ମିଳିଛି । ପୂର୍ବରୁ ଗଞ୍ଜାମ ଜିଲା ପ୍ରଶାସନ ମଧ୍ୟ ଅନୁରୂପ ନିର୍ଦେଶନାମା ଜାରି କରିଛି ।

- Advertisement -

 

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories