www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶାରେ ଦିନକୁ ୩୦୦୦ ପର୍ଯ୍ୟନ୍ତ କୋଭିଡ୍‌-୧୯ ନମୁନା ପରୀକ୍ଷଣ ପାଇଁ ଯୋଜନା

ଭୁବନେଶ୍ବର : ଓଡ଼ିଶାରେ ପ୍ରତ୍ୟେକ ଦିନ ୧୦୦୦ କୋଭିଡ୍‍ ରକ୍ତ ନମୁନା ପରୀକ୍ଷା କରାଯାଉଛି। ଆଗାମୀ ଦିନରେ ରାଜ୍ୟରେ କୋଭିଡ୍-୧୯ ନମୁନା ପରୀକ୍ଷଣ ୨୦୦୦ରୁ ୩୦୦୦କୁ ବୃଦ୍ଧି କରିବାକୁ ସ୍ଥିର ହୋଇଛି। ଦିଲ୍ଲୀରେ ପ୍ରତି ୯ଟି ନମୁନାରୁ ୧ ପିଜିଟିଭ୍‍, ତାମିଲ୍‍ନାଡୁରେ ପ୍ରତି ୧୦ଟି ନମୁନାରୁ ୧ ପଜିଟିଭ୍‍ ବାହାରୁଥିବାବେଳେ ଓଡ଼ିଶାରେ ଏହି ହାର ପ୍ରତି ୧୦୦ ନମୁନାରୁ ୧ ପଜିଟିଭ୍‍ ରହିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମାର୍ଗ ଦର୍ଶନ ଓ ଅନ୍ୟ ରାଜ୍ୟମାନଙ୍କ ଦ୍ୱାରା ପାଳନ କରାଯାଉଥିବା କାର୍ଯ୍ୟଶୈଳୀକୁ ଅନୁଧ୍ୟାନ କରି ଏକ ମାର୍ଗଦର୍ଶିକା ପ୍ରସ୍ତୁତ ନିମନ୍ତେ ରାଜ୍ୟର ସ୍ୱାସ୍ଥ୍ୟ ବିଭାଗ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories