www.samajalive.in
Sunday, December 7, 2025
26.1 C
Bhubaneswar

ବଦଳିଲା ୧୦ମ ଶ୍ରେଣୀ ପାଠ୍ୟକ୍ରମ; ବୋର୍ଡ଼ ୱେବସାଇଟରୁ ପାଇପାରିବେ ଛାତ୍ର-ଶିକ୍ଷକ

କଟକ: ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀର ପାଠ୍ୟକ୍ରମ ପରିବର୍ତ୍ତନ କରାଯାଇଛି। ଦଶମ ଶ୍ରେଣୀର ମୋଟ୍‌ ୧୪ଟି ବହି ମଧ୍ୟରୁ ୮ଟି ବହି ଯଥା ସାହିତ୍ୟ ସିନ୍ଧୁ, ସ୍କିଲ୍‌ ଅଫ୍‌ କମ୍ୟୁନିକେଟିଭ୍‌ ଇଂରାଜୀ, ମାଧ୍ୟମିକ ବୀଜଗଣିତ, ମାଧ୍ୟମିକ ଜ୍ୟାମିତି, ଭୌତିକ ବିଜ୍ଞାନ, ଜୀବ ବିଜ୍ଞାନ, ଇତିହାସ ଓ ରାଜନୀତି ବିଜ୍ଞାନ, ଭୂଗୋଳ ଓ ଅର୍ଥନୀତି ବହିର କିଛି ବିଷୟବସ୍ତୁକୁ ବାଦ୍‌ ଦିଆଯାଇ ନୂଆ ବିଷୟବସ୍ତୁ ଯୋଗ କରାଯାଇଛି । ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ବୋର୍ଡର ୱେବ୍‌ସାଇଟ୍‌ www.bseodisha.nic.inରୁ ଏହି ନୂତନ ପାଠ୍ୟକ୍ରମ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ବୋର୍ଡ ସମ୍ପାଦକ ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories