www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା : ସୁବ୍ରତ ବାଗ୍‌ଚୀ

ଭୁବନେଶ୍ବର : ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା, ଯାହା ଲୋକଙ୍କ ସେବା ପାଇଁ ଆମକୁ ସର୍ବଦା ଅନୁପ୍ରାଣିତ କରିଆସିଛି ବୋଲି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ପ୍ରକାଶ କରିଛି। ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର ଓ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଥିବା ସେ କହିଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories