www.samajalive.in
Friday, December 5, 2025
17.1 C
Bhubaneswar

ବିଜେଡି ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜୁ ଜନାତ ଦଳ ପକ୍ଷରୁ ଶୁକ୍ରବାର ସାହାରପଡା ବ୍ଲକ ବଡବିଲ ପଂଚାୟତ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସରରେ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ରକ୍ତଦାତାଙ୍କ ଠାରୁ ୩୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ପ୍ରତ୍ୟକ୍ଷ ତ୍ତତତ୍ୱାବଧାନରେ  ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡିଶା ବ୍ଲଡ ବ୍ୟାଙ୍କ କେନ୍ଦୁଝର ଶାଖାରୁ ଆୟୁଷ ଡାକ୍ତର ବିମଳ ଚନ୍ଦ୍ର ମହାନ୍ତ, ଜନ ସମ୍ପର୍କ ଅଧିକାରୀ ଅକ୍ଷୟ କୁମାର ସାହୁ, ଏଲଟି ଜଗନ୍ନାଥ ମହାନ୍ତ ଓ ହେମ ରଂଜନ ମହାନ୍ତ ପ୍ରମୁଖ ରକ୍ତଦାତାଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories