www.samajalive.in
Monday, December 8, 2025
20.1 C
Bhubaneswar

ରବିଧାନ ସଂଗ୍ରହ ପାଇଁ ୨ଲକ୍ଷ ୪୫ ହଜାର ଚାଷୀ ପଞ୍ଜୀକୃତ

ଭୁବନେଶ୍ବର: ମେ’ ମାସ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ କରାଯିବ। ଏଥି ନିମନ୍ତେ ଶୁକ୍ରବାର ସୁଦ୍ଧା ୨ଲକ୍ଷ ୪୫ ହଜାରରୁ ଊର୍ଦ୍ଧ୍ବ ଚାଷୀ ପ୍ୟାକ୍‍ସ/ଲ୍ୟାମ୍ପସ୍‍ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସେମାନଙ୍କର ନାମ ପଞ୍ଜୀକୃତ କରିଛନ୍ତି। ୧୭ଟି ଜିଲାରେ ୮୧୨ଟି ଧାନ ସଂଗ୍ରହ କେନ୍ଦ୍ରରେ ରବିଧାନ ସଂଗ୍ରହ କରାଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories