www.samajalive.in
Sunday, December 7, 2025
26.1 C
Bhubaneswar

ବିଜୁ ପଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଆରଡି : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟନାୟକଙ୍କ ଶ୍ରାଦ୍ଧ ଦିବସ ଶୁକ୍ରବାର ଆରଡିପୀଠ ସମେତ ଆଖପାଖ ଅଞ୍ଚଳରେ ନିଡାମ୍ବରରେ ପାଳିତ ହୋଇଯାଇଛି। ନାନ୍ଦପୁର ପଞ୍ଚାୟତରେ ସାମାଜିକ ଦୂରତା ରକ୍ଷାକରି ବିଜୁ ଜନତା ଦଳର କର୍ମୀଙ୍କ ସହ ଅନ୍ୟମାନେ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଧୁପଦୀପ ପ୍ରଜ୍ୱଳନ କରିଥିଲେ। ଏହି ଶ୍ରାଦ୍ଧ ଦିବସରେ ପୂର୍ବତନ ସରପଞ୍ଚ ସରୋଜ ଦାସ, ରୁନୁଆ ବିଶ୍ୱାଳ, ଗଣେଷ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories