www.samajalive.in
Wednesday, December 10, 2025
18.1 C
Bhubaneswar

କରୋନା ଅପଡେଟସ୍‍ : ୧୪,୩୭୮ ଆକ୍ରାନ୍ତ, ୪୮୦ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୧୪,୭୮ରେ ପହଞ୍ଚିଛି। ଭୂତାଣୁରେ ମୃତ୍ୟୁବରଣ କରିଥିବା ଲୋକଙ୍କ  ସଂଖ୍ୟା ୪୮୦ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ବର୍ତ୍ତମାନ ୧୧,୯୦୬ଜଣ ସଂକ୍ରମିତ ବ୍ୟକ୍ତିଙ୍କର ଚିକିତ୍ସା ଚାଲିଛି। ୧୯୯୧ଜଣ ସଂକ୍ରମିତ ବ୍ୟକ୍ତି ସଂପୂର୍ଣ୍ଣ ସୁସ୍ଥ ହୋଇଯିବା ପରେ ସେମାନଙ୍କୁ ହସ୍ପିଟାଲରୁ ଛାଡି ଦିଆଯାଇଛି।

ମହାରାଷ୍ଟ୍ରରେ ସର୍ବାଧିକ ୩,୩୨୩ଜଣ ବ୍ୟକ୍ତି ଭୂତାଣୁରେ ସଂକ୍ରମିତ ହୋଇଥିବାବେଳେ ସେଠାରେ ୨୦୧ଜଣ ଲୋକ ସଂକ୍ରମଣ ଯୋଗୁଁ ମୃତ୍ୟୁବରଣ କରିଛନ୍ତି। ଦିଲ୍ଲୀରେ ୧,୭୦୭ଜଣ ବ୍ୟକ୍ତି ସଂକ୍ରମିତ ହୋଇଥିବାବେଳେ ତାମିଲନାଡୁରେ ୧,୩୨୩ଜଣ ବ୍ୟକ୍ତି ସଂକ୍ରମିତ ହୋଇଥିବାର ଜଣାପଡିଛି। ମଧ୍ୟପ୍ରଦେଶରେ ୬୯ଜଣ ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଥିବାବେଳେ ଦିଲ୍ଲୀରେ ୪୨ଜଣ ସଂକ୍ରମିତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories