www.samajalive.in
Sunday, December 14, 2025
23.1 C
Bhubaneswar

ଅବକାରୀ ଚଢ଼ଉ: ୭ ବାଇକ ଓ ଚୋରାମଦ ଜବତ, ୭ ଗିରଫ

ସୋର: ସୋର ଅବକାରୀ ବିଭାଗ ପକ୍ଷରୁ ଗତ ରାତିରେ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ଚୋରା ମଦ କାରବାର ଅଭିଯୋଗରେ ୭ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୫ଟି ବାଇକ୍‍ ମଧ୍ୟ ଜବତ କରାଯାଇଥିବା ଜଣାପଡ଼ିଛି।
ଅବକାରୀ ପୁଲିସ ସୂଚନା ଅନୁଯାୟୀ, ଗିରଫ ଅଭିଯୁକ୍ତମାନେ ହେଲେ ଗଙ୍ଗାଧର ବିନ୍ଧାଣୀ, ସୌମ୍ୟ ରଞ୍ଜନ ବେହେରା, ଅଜୁ ମଲ୍ଲିକ, ହରିଶ ବେହେରା, ସାଜଲ ମଲିକ, ସୋନୁ ମଲିକ, ପ୍ରଶାନ୍ତ ମଲିକ। ସୋର ଅବକାରୀ ଅଧିକାରୀ କୁଳମଣି ମହରାଣାଙ୍କ ନେତୃତ୍ୱରେ ଏହି ଚଢ଼ଉ କରାଯାଇଥିଲା।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories