www.samajalive.in
Saturday, December 13, 2025
26.1 C
Bhubaneswar

କୋରାପୁଟରେ ଲକଡାଉନ ସ୍ଥିତି ସମୀକ୍ଷା କଲେ ପୁଲିସ ଡିଜି

ଭୁବନେଶ୍ବର : କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟରେ ଲକଡାଉନ ଘୋଷଣା କରାଯାଇଥିବା ବେଳେ କ୍ଷେତ୍ରସ୍ତରରେ ଏହାର ପ୍ରକୃତ କାର୍ଯ୍ୟକାରିତା ହେଉଛି କି ନାହିଁ ସ୍ଥିତି ପରଖିବାକୁ ବିଭିନ୍ନ ଜିଲା ଗସ୍ତ କରୁଛନ୍ତି ପୁଲିସ ଡିଜି ଅଭୟ।  ଏହି କ୍ରମରେ ଶନିବାର କୋରାପୁଟ ଜିଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ ଡିଜି। ଏହି ଗସ୍ତବେଳେ ସେ ସ୍ବତନ୍ତ୍ର ଡିଜି ଗୁଇନ୍ଦା, ଦକ୍ଷିଣ ପଶ୍ଚିମାଂଚଳ ଡିଆଇଜି, କୋରାପୁଟ ଜିଲାର ଏସ୍‌ପିଙ୍କ ସହ ସାଂପ୍ରତିକ ସ୍ଥିତି ନେଇ ଆଲୋଚନା କରିଥିଲେ। ଜିଲାର ବିଭିନ୍ନ ସ୍ଥାନରେ ନିୟୋଜିତ ପୁଲିସ କର୍ମଚାରୀଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଏହି ଗସ୍ତ ସମୟରେ ଡିଜି ଓଏସଏପି ତୃତୀୟ ବାଟାଲିୟନ ଓ ସପ୍ତମ ଆଇ ଆର ବାଟାଲିୟନ ପରିଦର୍ଶନ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories