www.samajalive.in
Tuesday, December 9, 2025
17.1 C
Bhubaneswar

୨୦ରୁ ଟୋଲ୍‌ ଫି’ ଆଦାୟ

ନୂଆଦିଲ୍ଲୀ : କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ ଡାଉନ୍‌ ଯୋଗୁ ସ୍ଥଗିତ ଥିବା ଟୋଲ୍‌ ଫି’ ଅପ୍ରିଲ୍ ୨୦ରୁ ନ୍ୟାସ୍‌ନାଲ୍‌ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ(ଏଏନ୍‌ଏଚ୍‌ଆଇଆଇ) ପକ୍ଷରୁ ଆଦାୟ କରାଯିବ। ଲକ୍‌ଡାଉନ୍‌ ସମୟରେ ଜରୁରୀକାଳିନ ସେବା ଯୋଗାଉ ଥିବା ଟ୍ରକ୍‌ ଓ ଅନ୍ୟାନ୍ୟ ଗାଡ଼ି ଉପରେ ଟୋଲ୍‌ ଫି’ ଆଦାୟ ସମ୍ପୂଣ୍ଲାର୍ଣ୍ଣ ଛାଡ଼ କରାଯାଇଥିଲା। ବିଭିନ୍ନ ନିର୍ମାଣ କାର୍ଯ୍ୟ ଚାଲୁ ରଖିବାକୁ ଅନୁମତି ମିଳିଥିବାରୁ ଟୋଲ୍‌ ଫି’ ଆଦାୟ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏନ୍‌ଏଚ୍‌ଏଆଇଆଇ ଲଡ୍‌ଡାଉନ୍‌ ୧୮୨୨କୋଟି ଟଙ୍କାର କ୍ଷତି ସହିପାରେ ବୋଲି ଆକଳନ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories