www.samajalive.in
Monday, December 15, 2025
16.1 C
Bhubaneswar

ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୧୩.୮୫%

ନୂଆଦିଲ୍ଲୀ: ଦେଶରେ ବର୍ତମାନ ସୁଦ୍ଧା ୧୯୯୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଡ଼ାକ୍ତରଖାନାରୁ ବାହାରିଲେଣି । ସାରା ଦେଶରେ ଏହି ଅନୁପାତ ୧୩.୮୫% ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚି ଲବ୍ ଅଗ୍ରୱାଲ । ସେହିପରି ଦେଶରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩.୩% ମୃତ୍ୟୁବରଣ କରିଛନ୍ତି ବୋଲି ସେ କହିଛନ୍ତି ।
ଶ୍ରୀ ଅଗ୍ରୱାଲଙ୍କ ସୂଚନା ଅନୁସାରେ ମୃତକଙ୍କ ମଧ୍ୟରୁ ୧୪.୪%ଙ୍କ ବୟସ ହେଉଛି ୪୫ ବର୍ଷ ମଧ୍ୟରେ । ୪୫ରୁ ୬୦ ବର୍ଷ ବୟସର ୧୦.୩% ମୃତ୍ୟୁବରଣ କରିଛନ୍ତି । ୬୦ରୁ ୭୫ ବର୍ଷ ବୟସର ୩୩.୧% ମୃତ୍ୟୁବରଣ କରିଛନ୍ତି ଓ ଅବଶିଷ୍ଟଙ୍କ ବୟସ ୭୫ ବର୍ଷରୁ ଅଧିକ ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories