www.samajalive.in
Saturday, December 13, 2025
21.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଜୟ ଜବାନ୍ ମତ୍ସ୍ୟ ବ୍ୟବସାୟୀ ସଂଘର ୨ଲକ୍ଷ ଟଙ୍କା ଦାନ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ୟୁନିଟ୍-୪ସ୍ଥିତ ଜୟ ଜବାନ୍ ମତ୍ସ୍ୟ ସଂଘର ସମସ୍ତ ସଦସ୍ୟଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୨ଲକ୍ଷ ଟଙ୍କାର ଦାନ ପ୍ରଦାନ କରାଯାଇଛି। ସଂଘର ସମ୍ପାଦକ ଜମ୍ବେଶ୍ୱର ମଲ୍ଲିକ କହିଛନ୍ତି ଯେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସଂଘ ପକ୍ଷରୁ ୨ଲକ୍ଷ ଟଙ୍କାର ସହାୟତା ଉପଜିଲାପାଳଙ୍କ କାର୍ୟ୍ୟାଳୟକୁ ଯାଇ ଚେକ୍ ଆକାରରେ ପ୍ରଦାନ କରାଯାଇଛି। ପୂର୍ବତନ କର୍ପୋରେଟର୍ ନରେନ୍ ସାହୁଙ୍କ ନେତୃତ୍ୱରେ ମୁଖ୍ୟ ଉପଦେଷ୍ଟା ଶେଖ୍ ମୁସ୍ତଫା, କୋଷାଧ୍ୟକ୍ଷ ମହମ୍ମଦ ମହତାବ୍ ଆଲମ୍, କମିଟି ସଭ୍ୟ ମହମ୍ମଦ ମାଲିକ୍ ଖାନ୍, ଶେଖ୍ ମୁବାରକ୍, ସୟଦ୍ ସମ୍‌ଶେର ଅଲ୍ଲୀ, ସର୍ଦ୍ଦାର୍ ଖାନ୍, ଶେଖ୍ କୁଦ୍‌ଶ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଏହି ଚେକ୍ ପ୍ରଦାନ କରିଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories