www.samajalive.in
Saturday, December 6, 2025
26.1 C
Bhubaneswar

ନବରଙ୍ଗପୁରରେ କୋଭିଡ-୧୯ ହସ୍ପିଟାଲ ଉଦଘାଟିତ

ନବରଙ୍ଗପୁର : ନବରଙ୍ଗପୁର ଜଲାରେ ସୋମବାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ-୧୯ ହସ୍ପିଟାଲର ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ ସମୟରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର  ଓ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତଥିଲେ ।

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories