www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶାକୁ କଲକତା ‘କରୋନା’ ବିପଦ

ଭୁବନେଶ୍ବର (ବ୍ୟୁରୋ): ଓଡ଼ିଶାକୁ କଲକତା ବିପଦ ଘାରିଛି । ୨୦ ତାରିଖ (ସୋମବାର) ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କର ରହିଛି କଲିକତା ସମ୍ପର୍କ । ଭଦ୍ରକ ଓ ଯାଜପୁରର ଏହି ସଂକ୍ରମିତମାନେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ କଲକତାରୁ ରୋଗ ଟାଣିଛନ୍ତି । ଆଜି ଭଦ୍ରକରେ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତ ଏବଂ ଯାଜପୁରରେ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି କୋଲକାତା ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ ।

୭୪ ସଂକ୍ରମିତଙ୍କ ମଧ୍ୟରୁ ୨୪ଙ୍କ ଗସ୍ତ ଇତିହାସ କଲକତା ସହ ସମ୍ପୃକ୍ତ

- Advertisement -

 

ଅନ୍ୟପକ୍ଷରେ କଲକତାରୁ ରାଜ୍ୟକୁ ଫେରିଥିବା ଓ ଫେରୁଥିବା ସମସ୍ତ ବ୍ୟକ୍ତିଙ୍କୁ ସତର୍କ କରାଇ ଦେଇଛନ୍ତି ରାଜ୍ୟ ସରକାର । ଗତ ୪ ସପ୍ତାହ ଅର୍ଥାତ ୨୮ ଦିନ ମଧ୍ୟରେ କଲକତାରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସରକାର ନିର୍ଦେଶ ଦେଇଛନ୍ତି । ନିଜର ସମସ୍ତ ତଥ୍ୟ ସ୍ଥାନୀୟ ସରପଞ୍ଚ, ବିଡିଓ ଏବଂ ତହସିଲଦାରଙ୍କୁ ଦିଅନ୍ତୁ ବୋଲି ସ୍ୱାସ୍ଥ୍ୟ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories