www.samajalive.in
Saturday, December 13, 2025
26.1 C
Bhubaneswar

ଆନ୍ତର୍ଜାତିୟସ୍ତରରେ ପ୍ରଶଂସିତ ଓଡ଼ିଶା ସରକାରଙ୍କ କୋଭିଡ୍‌-୧୯ ସଂକ୍ରମଣ ପ୍ରତିରୋଧ ପଦକ୍ଷେପ

ଭୁବନେଶ୍ବର : ରାଜ୍ୟରେ ଫଳପ୍ରଦ କୋଭିଡ୍‌-୧୯ ସଂକ୍ରମଣ ପ୍ରତିରୋଧ ପଦକ୍ଷେପଗୁଡ଼ିକ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହୋଇଛି । କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ରାଜ୍ୟରେ ଆଗୁଆ ପଦକ୍ଷେପ ଓ ପ୍ରସ୍ତୁତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, କଡ଼ାକଡ଼ି ଭାବରେ ସାମାଜିକ ଦୂରତ୍ୱ ପାଳନ, ସ୍ୱତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ ସ୍ଥାପନ ଏବଂ ଜନସାଧାରଣଙ୍କ ଜୀବନଜୀବିକା ଏବଂ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମଗୁଡ଼ିକ ୱାର୍ଲଡ୍‌ ଇକୋନୋମିକ୍‌ ଫୋରମ୍‌ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଛି ବୋଲି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories