www.samajalive.in
Tuesday, December 9, 2025
17.1 C
Bhubaneswar

ଗୁଜବ ପ୍ରଚାର ଅଭିଯୋଗରେ ୮୧ଜଣଙ୍କ ନାମରେ ମାମଲା

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୨ରୁ ଅପ୍ରେଲ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୫୮ଟି ମାମଲା ଦାୟର କରାଯାଇଛି। ସେଥିରୁ ୫୦ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୮ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୮୮ ଜଣଙ୍କୁ ଗିରଫ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଗୁଜବ ପ୍ରଚାର ଅଭିଯୋଗରେ ୮୧ ଜଣଙ୍କ ବିରୁଦ୍ଧରେ ମାମଲା ଦାୟର କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories