www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ଆଗାମୀ ୩ ଦିନ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ଵର : ରାଜ୍ୟର କେତେକ ଜିଲାରେ ଗତକାଲି ଠାରୁ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗିରହିଛି । ପବନ, ଘଡଘହି ସହ ପ୍ରବଳ ବର୍ଷା  ଜନଜୀବନ ପ୍ରଭାବିତ ହେଉଛି । ଏହାରି ମଧ୍ୟରେ ଆହୁରୀ ୩ ଦିନ ଅର୍ଥାତ ୨୮ ତାରିଖ ଯାଏଁ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗିରହିବ ବୋଲି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ପାଣିପାଗ ବିଭାଗର ସୂଚନା ଅନୂସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ଵଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଖୋର୍ଦ୍ଧା ଓ ଝାରସୁଗୁଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ପାଗ କୋହଲା ରହିବା ସହ ବର୍ଷା ଭଳି ସ୍ଥିତି ଜାରି ରହିବ ।

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories