www.samajalive.in
Saturday, December 13, 2025
21.1 C
Bhubaneswar

ମୁମ୍ବଇ ଏବଂ ପୁଣେରେ ମେ ୧୮ ପର୍ଯ୍ୟନ୍ତ ବଢିପାରେ ଲକଡ଼ାଉନ୍ : ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ମୁମ୍ବଇ : ସାରା ଦେଶରେ କରୋନା ଭୂତାଣୁ ସଂକ୍ରମିତ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪୨୯ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି ଏବଂ ୫୭ ଜଣଙ୍କର ମୃତ୍ୟୁ ଘଟିଛି।
ଏଭଳି ସ୍ଥିତିରେ ଶନିବାର ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ କହିଛନ୍ତି ଯେ, ରାଜ୍ୟରେ କରୋନା ପ୍ରାଦୁର୍ଭାବକୁ ଦୃଷ୍ଟିରେ ରଖି ମୁମ୍ବଇ ଏବଂ ପୁଣେରେ ତାଲାବନ୍ଦ ଅବଧିକୁ ବୃଦ୍ଧି କରାଯାଇପାରେ। ଏହି ଦୁଇଟି ସହର କରୋନା ହଟସ୍ପଟରେ ପରିଣତ ହୋଇଛି। ତେଣୁ ମେ ୩ରୁ ତାଲାବନ୍ଦ ଅବଧିକୁ ମେ ୧୮ ପର୍ୟ୍ୟନ୍ତ ବୃଦ୍ଧି କରାଯାଇପାରେ ବୋଲି ରାଜେଶ ଟୋପେ କହିଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories