ରାଜ୍ୟ​‌ରେ ଆଉ ୫ କରୋନା ରୋଗୀ ଚିହ୍ନଟ : ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର

ଯାଜପୁର : ରାଜ୍ୟରେ ଶନିବାର ଆଉ ୫ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ହୋଇଥିବା ନେଇ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଯାଜପୁର ଜିଲାରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୧୭ରେ ପହଞ୍ଚିଥିବା ବେଳେ ରାଜ୍ୟରେ ସମୁଦାୟ ଆକ୍ରାନଙ୍କ ସଂଖ୍ୟା ୯୯କୁ ବୃଦ୍ଧି ପାଇଛି।

Comments are closed.