www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲଙ୍ଘନ: ୨୪ଘଣ୍ଟାରେ ୪୫ ମାମଲା, ୩୩ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୫ରୁ ଅପ୍ରେଲ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୪୫ଟି ମାମଲା ଦାୟର କରାଯାଇଛି। ସେଥିରୁ ୪୦ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ, ୨ଟି ହୋମ୍‌ କ୍ୱରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଏବଂ ୩ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୩୩ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories