www.samajalive.in
Monday, December 8, 2025
27.1 C
Bhubaneswar

ଗୁଜୁରାଟ ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ସହ ନବୀନ ପଟ୍ଟନାୟକଙ୍କ ଆଲୋଚନା

ଭୁବନେଶ୍ବର: ରବିବାର ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁଜୁରାଟରେ କାମ କରୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ସମ୍ମାନ ଏବଂ ସୁରକ୍ଷା ସହିତ ପଞ୍ଜୀକରଣ ପରେ ଓଡ଼ିଶା ଫେରାଇ ଦେବା ପାଇଁ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କୁ ଅନୁରୋଧ କରିଛନ୍ତି। ସେମାନେ ଓଡ଼ିଶାରେ ପହଞ୍ଚିବା ପରେ କ୍ୱାରାଣ୍ଟାଇନ୍‌ରେ ରହିବା ସହିତ ଅନ୍ୟାନ୍ୟ ସୁବିଧା ପାଇବେ। ଏହି ଆଲୋଚନରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡ଼ିଓ କନ୍‌ଫରେନ୍ସ ଜରିଆରେ ଦିଲ୍ଲୀରୁ ଯୋଗ ଦେଇଥିଲେ ଏବଂ ସେ ମଧ୍ୟ ଓଡ଼ିଆ ଭାଇଭଉଣୀମାନଙ୍କ ପଞ୍ଜୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ ।

ଅନ୍ୟ ଏକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହିତ ମହାରାଷ୍ଟ୍ରରେ କାମ କରୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ନିରାପଦ ଓ ଶୃଙ୍ଖଳିତ ଭାବରେ ଓଡ଼ିଶା ଫେରାଇ ଦେବା ପାଇଁ ଅନୁରୋଧ କରିଛନ୍ତି। ଓଡ଼ିଶା ଫେରିବାକୁ ଚାହୁଁଥିବା ସବୁ ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ। ସେମାନେ ଓଡ଼ିଶାରେ ପହଞ୍ଚିବା ପରେ କ୍ୱାରାଣ୍ଟାଇନ୍‌ରେ ରହିବା ସହିତ ଅନ୍ୟାନ୍ୟ ସୁବିଧା ପାଇବେ। ଏହି ଆଲୋଚନରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡ଼ିଓ କନ୍‌ଫରେନ୍ସ ଜରିଆରେ ଦିଲ୍ଲୀରୁ ଯୋଗ ଦେଇଥିଲେ ଏବଂ ସେ ମଧ୍ୟ ଓଡ଼ିଆ ଭାଇଭଉଣୀମାନଙ୍କ ପଞ୍ଜୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories