www.samajalive.in
Sunday, December 7, 2025
18.1 C
Bhubaneswar

ଜନ୍ମ ଦିନରେ ଶୁଖିଲା ଖାଦ୍ୟ ଓ ମାସ୍କ ବାଣ୍ଟିଲେ ପୂର୍ବତନ ସାଂସଦ

ପାଟଣା : ଢେଙ୍କିକୋଟ ପଞ୍ଚାୟତରେ ଘରକୁ ଘର ବୁଲି ମାସ୍କ ବାଣ୍ଟିଲେ ପୂର୍ବତନ ସାଂସଦ ଅନନ୍ତ ନାୟକ। ନିଜର ୫୧ ତମ ଜନ୍ମ ଦିବସ ଅବସରରେ ଅନନ୍ତ ଢେଙ୍କିକୋଟ ବଜାରରେ ରହି ଆସୁଥିବା ମାନସିକ ବିକୃତ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରିଛନ୍ତି । ତାଙ୍କ ସହ ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଂଯୋଜକ ଜୟଦେବ ଗିରି, ଜିଲ୍ଲା ଉପ ସଭାପତି ଅଖିଳ ପାତ୍ର, ଢେଙ୍କିକୋଟ ମଣ୍ଡଳ ସଭାପତି ଜିତେନ୍ଦ୍ର ପଲେଇ ପ୍ରମୁଖ ମାସ୍କ ଓ ଶୁଖିଲା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ସାମିଲ ଥିଲେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories