www.samajalive.in
Sunday, December 7, 2025
15.1 C
Bhubaneswar

ବାକି ଥିବା ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ହେବ ନାହିଁ : ସିବିଏସଇ

ନୂଆଦିଲ୍ଲୀ : କରୋନା ସଂକ୍ରମଣ ରୋକିବାକୁ ଦେଶରେ ଲକଡାଉନ କରାଯାଇଥିବାରୁ ବାକି ରହିଥିବା ସିବିଏସଇ ଦଶମ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ହେବନାହିଁ ବୋଲି ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇଛି କଟକଣା କୋହଳ ହେବା ପରେ ସ୍ଥିତିକୁ ଦେଖି ପରୀକ୍ଷା ପାଇଁ ତାରିଖ ଧାର୍ଯ୍ୟ କରାଯିବ ପରୀକ୍ଷା ତାରିଖର ୧୦ ଦିନ ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ଅବଗତ କରାଯିବ ବୋଲି ସିବିଏସଇ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦିଆଯାଇଛି ଲକଡାଉନ ଯୋଗୁ ପରୀକ୍ଷା ହୋଇପାରି ନଥିବା ୨୯ଟି ବିଷୟ ଉପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂଶୟ ସୃଷ୍ଟି ହୋଇଥିଲା ଏପରିକି ଦିଲ୍ଲୀ ଶିକ୍ଷାମନ୍ତ୍ରୀ ମନିଷ ସିସୋଦିଆ ପରୀକ୍ଷା କରାଯିବା ସମ୍ଭବ ନୁହେଁ ବୋଲି କହିଥିଲେ ଛାତ୍ରଛାତ୍ରୀ ଅଭିଭାବକଙ୍କ ଉଦ୍ବେଗକୁ ଦୃଷ୍ଟିରେ ରଖି ସିବିଏସଇ ପକ୍ଷରୁ ଏହା ଉପରେ ସ୍ପଷ୍ଟ କରି ଦିଆଯାଇଛି

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories