www.samajalive.in
Monday, December 8, 2025
27.1 C
Bhubaneswar

ଏସ୍‌ସିବି ମେଡ଼ିକାଲ୍‌ରେ ୯୭ଜଣ ମାଇକ୍ରୋବାୟୋଲୋଜିଷ୍ଟ ଓ ଭାଇରୋଲୋଜିଷ୍ଟଙ୍କୁ ଅନ୍‌ଲାଇନ ତାଲିମ

ଭୁବନେଶ୍ବର : କୋଭିଡ-୧୯ ପରୀକ୍ଷଣର ସଂଖ୍ୟା ବୃଦ୍ଧି ଉଦ୍ଦେଶ୍ୟରେ କଟକସ୍ଥିତ ଏସ୍‌ସିବି ମେଡ଼ିକାଲ କଲେଜର ଟେଲିମେଡ଼ିସିନ୍‌ ସେଣ୍ଟର ଜରିଆରେ ଆଜି ରାଜ୍ୟର ୯୭ଜଣ ମାଇକ୍ରୋବାୟୋଲୋଜିଷ୍ଟ ଓ ଭାଇରୋଲୋଜିଷ୍ଟଙ୍କୁ ଅନ୍‌ଲାଇନ ତାଲିମ ପ୍ରଦାନ କରାଯାଇଛି। କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୭୧୮୨ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୧,୭୬,୫୯୧ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ରାଜ୍ୟର ୫୫୨୪ ଗ୍ରାମ ପଞ୍ଚାୟତରେ ୩,୫୪,୪୪୩ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୪ ଟି ପୌରାଞ୍ଚଳରେ ୪୧,୫୬୧ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍ ବାଗ୍‌ଚୀ କହିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories