www.samajalive.in
Thursday, December 11, 2025
23.1 C
Bhubaneswar

କୋଡ଼ିଡ୍‌-୧୯: ରାଜ୍ୟରେ ପଜିଟିଭ୍‌ ୧୪୨, ସୁସ୍ଥ ୪୧

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୧୬୯୬ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୪୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ଆଉ ଦୁଇଜଣ କରୋନା ଆକ୍ରାନ୍ତ ରୋଗୀ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୨ ଆକ୍ରାନ୍ତ ରାଉରକେଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୪୧ ବୃଦ୍ଧି ପାଇଛି ଏବଂ ସେମାନେ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି। ଜଣେ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୦୨ ରହିଛି। ୧୮୨ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories