www.samajalive.in
Wednesday, December 10, 2025
26.1 C
Bhubaneswar

ସୁରତରୁ ବାହାରିଲା ଆଉ ୬୬ଟି ବସ୍ : ଫେରୁଛନ୍ତି ୪ହଜାର ପ୍ରବାସୀ ଓଡିଶା

ସୁରତ : ସୁରତରୁ ଓଡ଼ିଶା ଅଭିମୁଖେ ବାହାରିଲା ଆଉ ୬୬ଟି ବସ୍ । ଏଥିରେ ପ୍ରାୟ ୪ହଜାର ପ୍ରବାସୀ ଓଡିଶା ଫେରୁଛନ୍ତି । ଓଡ଼ିଆମାନେ ସୁରତ ଜିଲ୍ଲାପାଳଙ୍କ ଅଫିସରେ ୭୦ଟି ବସ୍ ର ପରମିଟ୍ ପାଇଁ ଆବେଦନ କରିଥିଲେ । ସୁରତ ଜିଲ୍ଲା ପ୍ରଶାସନ ସବୁ ବସ୍ କୁ ସାନିଟାଇଜ୍ କରିବା ପରେ ଓଡ଼ିଶା ଅଭିମୁଖେ ଛାଡ଼ିଛି । ସୁରତ ସହରର ବିରଭଞ୍ଜନ ସୋସାଇଟି ଓ ବମ୍ରୋଲିରୁ ୧୨ ଟି ବସ୍ ବାହାରିଥିବା ବେଳେ, କୋଡ଼ଦ୍ରାରୁ ୨ ଟି ବସ୍ ଏବଂ ଓଡ଼ିଆ ବହୁଳ ଡାଇମଣ୍ଡ ନଗରରୁ ୫୦ ଟି ବସ୍ ବାହାରିଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories