www.samajalive.in
Saturday, December 13, 2025
21.1 C
Bhubaneswar

ସିଆରପିଏଫର ପୁଣି ୬୮ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କରୋନା ଭୂତାଣୁ ଧୀରେ ଧୀରେ ପ୍ରତିରକ୍ଷା କ୍ଷେତ୍ରକୁ ପ୍ରଭାବିତ କରିବାରେ ଲାଗିଛି। ଦେଶର ସୁରକ୍ଷା ଦାୟିତ୍ଵରେ ନିୟୋଜିତ ଥିବା ଯବାନମାନେ ଏହି ମହାମାରୀ ଭୂତାଣୁ ଦ୍ବାରା ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଂରକ୍ଷିତ ପୁଲିସ ଫୋର୍ସ(ସିଆରପିଏଫ)ର ୬୮ ଯବାନ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ରକ୍ତ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏହି ଯବାନମାନେ ପୂର୍ବ ଦିଲ୍ଲୀରେ ଥିବା ଏକ ବାଟାଲିୟନ ଶିବିରରେ ଅଛନ୍ତି। ଏହି ଶିବିବରରେ ବର୍ତ୍ତମାନ ସୁଦ୍ଧା ୧୨୨ ଜଣ ଯବାନ ଭୂତାଣୁ ଦ୍ବାରା ଆକ୍ରାନ୍ତ ହେଲେଣି। ସେମାନଙ୍କ ମଧ୍ୟରୁ ଜଣେ ଯବାନଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସୁସ୍ଥ ହୋଇଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories