www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରକ୍‌-ଟେମ୍ପୋ ମୁହାଁମୁହିଁ ଧକ୍କା, ୭ ଶ୍ରମିକ ମୃତ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମଥୁରା ଜିଲାରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଶ୍ରମିକମାନେ ନିଜ ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।

ସୂଚନା ଅସୁନାରେ, ସମସ୍ତ ଶ୍ରମିକଙ୍କ ଘର ମଧ୍ୟପ୍ରଦେଶର ଛତରପୁରରେ। ସେମାନେ ଉତ୍ତରପ୍ରଦେଶର ମଥୁରା ଜିଲାକୁ କାମଧନ୍ଦା କରିବା ଲାଗି ଯାଇଥିଲେ। ଲକଡାଉନ ଯୋଗୁ ସେଠାରେ ଅଟକି ରହିଥିଲେ। ସୋମବାର ସେମାନେ ଏକ ଟେମ୍ପୋରେ ଜାଜନ ପଟ୍ଟିସ୍ଥିତ ବସ୍‌ଷ୍ଟାଣ୍ଡକୁ ଯାଉଥିବାବେଳେ ସାମ୍ନା ପଟୁ ଏକ ଟ୍ରକ ଧକ୍କା ଦେଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories